Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 2

ହିତୋପଦେଶ 2:10-11

Help us?
Click on verse(s) to share them!
10କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।

Read ହିତୋପଦେଶ 2ହିତୋପଦେଶ 2
Compare ହିତୋପଦେଶ 2:10-11ହିତୋପଦେଶ 2:10-11