Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 2

ହିତୋପଦେଶ 2:5-8

Help us?
Click on verse(s) to share them!
5ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
6ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
7ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
8ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।

Read ହିତୋପଦେଶ 2ହିତୋପଦେଶ 2
Compare ହିତୋପଦେଶ 2:5-8ହିତୋପଦେଶ 2:5-8