Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 30

ହିତୋପଦେଶ 30:23-27

Help us?
Click on verse(s) to share them!
23ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
24ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
25ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।

Read ହିତୋପଦେଶ 30ହିତୋପଦେଶ 30
Compare ହିତୋପଦେଶ 30:23-27ହିତୋପଦେଶ 30:23-27