Text copied!
Bibles in Odia

ହିତୋପଦେଶ 30:23-27 in Odia

Help us?

ହିତୋପଦେଶ 30:23-27 in ଓଡିଆ ବାଇବେଲ

23 ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
24 ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
25 ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26 ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
ହିତୋପଦେଶ 30 in ଓଡିଆ ବାଇବେଲ