Text copied!
Bibles in Odia

ହିତୋପଦେଶ 30:28-31 in Odia

Help us?

ହିତୋପଦେଶ 30:28-31 in ଓଡିଆ ବାଇବେଲ

28 ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
29 ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
30 ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
31 ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
ହିତୋପଦେଶ 30 in ଓଡିଆ ବାଇବେଲ