Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 30

ହିତୋପଦେଶ 30:31-33

Help us?
Click on verse(s) to share them!
31ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
32ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
33କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।

Read ହିତୋପଦେଶ 30ହିତୋପଦେଶ 30
Compare ହିତୋପଦେଶ 30:31-33ହିତୋପଦେଶ 30:31-33