Text copied!
Bibles in Odia

ହିତୋପଦେଶ 30:31-33 in Odia

Help us?

ହିତୋପଦେଶ 30:31-33 in ଓଡିଆ ବାଇବେଲ

31 ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
33 କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।
ହିତୋପଦେଶ 30 in ଓଡିଆ ବାଇବେଲ