Text copied!
Bibles in Odia

ହିତୋପଦେଶ 30:8-11 in Odia

Help us?

ହିତୋପଦେଶ 30:8-11 in ଓଡିଆ ବାଇବେଲ

8 ଅସାରତା ଓ ମିଥ୍ୟାକଥା ମୋ’ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ’ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
ହିତୋପଦେଶ 30 in ଓଡିଆ ବାଇବେଲ