Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:16-20

Help us?
Click on verse(s) to share them!
16ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:16-20ହିତୋପଦେଶ 31:16-20