Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:17-19

Help us?
Click on verse(s) to share them!
17ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:17-19ହିତୋପଦେଶ 31:17-19