Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:19-22

Help us?
Click on verse(s) to share them!
19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
21ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:19-22ହିତୋପଦେଶ 31:19-22