Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:23-26

Help us?
Click on verse(s) to share them!
23ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:23-26ହିତୋପଦେଶ 31:23-26