Text copied!
Bibles in Odia

ହିତୋପଦେଶ 31:29-30 in Odia

Help us?

ହିତୋପଦେଶ 31:29-30 in ଓଡିଆ ବାଇବେଲ

29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।
30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
ହିତୋପଦେଶ 31 in ଓଡିଆ ବାଇବେଲ