Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 31

ହିତୋପଦେଶ 31:9-14

Help us?
Click on verse(s) to share them!
9ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।

Read ହିତୋପଦେଶ 31ହିତୋପଦେଶ 31
Compare ହିତୋପଦେଶ 31:9-14ହିତୋପଦେଶ 31:9-14