Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 3

ହିତୋପଦେଶ 3:10-11

Help us?
Click on verse(s) to share them!
10ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
11ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।

Read ହିତୋପଦେଶ 3ହିତୋପଦେଶ 3
Compare ହିତୋପଦେଶ 3:10-11ହିତୋପଦେଶ 3:10-11