Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 3

ହିତୋପଦେଶ 3:21-24

Help us?
Click on verse(s) to share them!
21ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
22ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।
23ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।
24ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।

Read ହିତୋପଦେଶ 3ହିତୋପଦେଶ 3
Compare ହିତୋପଦେଶ 3:21-24ହିତୋପଦେଶ 3:21-24