Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 3

ହିତୋପଦେଶ 3:7-10

Help us?
Click on verse(s) to share them!
7ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
8ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।
9ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
10ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।

Read ହିତୋପଦେଶ 3ହିତୋପଦେଶ 3
Compare ହିତୋପଦେଶ 3:7-10ହିତୋପଦେଶ 3:7-10