Text copied!
Bibles in Odia

ହିତୋପଦେଶ 3:7-10 in Odia

Help us?

ହିତୋପଦେଶ 3:7-10 in ଓଡିଆ ବାଇବେଲ

7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
8 ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।
9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।
ହିତୋପଦେଶ 3 in ଓଡିଆ ବାଇବେଲ