Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 4

ହିତୋପଦେଶ 4:11-13

Help us?
Click on verse(s) to share them!
11ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
12ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
13ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।

Read ହିତୋପଦେଶ 4ହିତୋପଦେଶ 4
Compare ହିତୋପଦେଶ 4:11-13ହିତୋପଦେଶ 4:11-13