Text copied!
Bibles in Odia

ହିତୋପଦେଶ 4:11-13 in Odia

Help us?

ହିତୋପଦେଶ 4:11-13 in ଓଡିଆ ବାଇବେଲ

11 ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
12 ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
13 ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
ହିତୋପଦେଶ 4 in ଓଡିଆ ବାଇବେଲ