Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 4

ହିତୋପଦେଶ 4:14-16

Help us?
Click on verse(s) to share them!
14କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ।
15ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।

Read ହିତୋପଦେଶ 4ହିତୋପଦେଶ 4
Compare ହିତୋପଦେଶ 4:14-16ହିତୋପଦେଶ 4:14-16