Text copied!
Bibles in Odia

ହିତୋପଦେଶ 4:14-16 in Odia

Help us?

ହିତୋପଦେଶ 4:14-16 in ଓଡିଆ ବାଇବେଲ

14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ।
15 ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16 ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
ହିତୋପଦେଶ 4 in ଓଡିଆ ବାଇବେଲ