Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 4

ହିତୋପଦେଶ 4:15-18

Help us?
Click on verse(s) to share them!
15ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
17ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
18ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।

Read ହିତୋପଦେଶ 4ହିତୋପଦେଶ 4
Compare ହିତୋପଦେଶ 4:15-18ହିତୋପଦେଶ 4:15-18