Text copied!
Bibles in Odia

ହିତୋପଦେଶ 4:15-18 in Odia

Help us?

ହିତୋପଦେଶ 4:15-18 in ଓଡିଆ ବାଇବେଲ

15 ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16 ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
18 ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
ହିତୋପଦେଶ 4 in ଓଡିଆ ବାଇବେଲ