Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 4

ହିତୋପଦେଶ 4:19-22

Help us?
Click on verse(s) to share them!
19ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
20ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର।
21ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।

Read ହିତୋପଦେଶ 4ହିତୋପଦେଶ 4
Compare ହିତୋପଦେଶ 4:19-22ହିତୋପଦେଶ 4:19-22