Text copied!
Bibles in Odia

ହିତୋପଦେଶ 4:19-22 in Odia

Help us?

ହିତୋପଦେଶ 4:19-22 in ଓଡିଆ ବାଇବେଲ

19 ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
20 ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର।
21 ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22 ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
ହିତୋପଦେଶ 4 in ଓଡିଆ ବାଇବେଲ