Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 4

ହିତୋପଦେଶ 4:24-27

Help us?
Click on verse(s) to share them!
24ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
25ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
26ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।
27ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।

Read ହିତୋପଦେଶ 4ହିତୋପଦେଶ 4
Compare ହିତୋପଦେଶ 4:24-27ହିତୋପଦେଶ 4:24-27