Text copied!
Bibles in Odia

ହିତୋପଦେଶ 4:24-27 in Odia

Help us?

ହିତୋପଦେଶ 4:24-27 in ଓଡିଆ ବାଇବେଲ

24 ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
25 ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
26 ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।
27 ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।
ହିତୋପଦେଶ 4 in ଓଡିଆ ବାଇବେଲ