Text copied!
Bibles in Odia

ହିତୋପଦେଶ 4:7-11 in Odia

Help us?

ହିତୋପଦେଶ 4:7-11 in ଓଡିଆ ବାଇବେଲ

7 ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।
9 ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
10 ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
11 ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
ହିତୋପଦେଶ 4 in ଓଡିଆ ବାଇବେଲ