Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 5

ହିତୋପଦେଶ 5:10-13

Help us?
Click on verse(s) to share them!
10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
11ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,

Read ହିତୋପଦେଶ 5ହିତୋପଦେଶ 5
Compare ହିତୋପଦେଶ 5:10-13ହିତୋପଦେଶ 5:10-13