Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 5

ହିତୋପଦେଶ 5:13-15

Help us?
Click on verse(s) to share them!
13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।
15ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।

Read ହିତୋପଦେଶ 5ହିତୋପଦେଶ 5
Compare ହିତୋପଦେଶ 5:13-15ହିତୋପଦେଶ 5:13-15