Text copied!
Bibles in Odia

ହିତୋପଦେଶ 5:13-15 in Odia

Help us?

ହିତୋପଦେଶ 5:13-15 in ଓଡିଆ ବାଇବେଲ

13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14 ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।
15 ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
ହିତୋପଦେଶ 5 in ଓଡିଆ ବାଇବେଲ