Text copied!
Bibles in Odia

ହିତୋପଦେଶ 5:17-20 in Odia

Help us?

ହିତୋପଦେଶ 5:17-20 in ଓଡିଆ ବାଇବେଲ

17 ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।
19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ?
ହିତୋପଦେଶ 5 in ଓଡିଆ ବାଇବେଲ