Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 5

ହିତୋପଦେଶ 5:5-10

Help us?
Click on verse(s) to share them!
5ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;
6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
7ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
9କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;

Read ହିତୋପଦେଶ 5ହିତୋପଦେଶ 5
Compare ହିତୋପଦେଶ 5:5-10ହିତୋପଦେଶ 5:5-10