Text copied!
Bibles in Odia

ହିତୋପଦେଶ 5:9-11 in Odia

Help us?

ହିତୋପଦେଶ 5:9-11 in ଓଡିଆ ବାଇବେଲ

9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10 କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
11 ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
ହିତୋପଦେଶ 5 in ଓଡିଆ ବାଇବେଲ