Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 6

ହିତୋପଦେଶ 6:14-15

Help us?
Click on verse(s) to share them!
14ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
15ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।

Read ହିତୋପଦେଶ 6ହିତୋପଦେଶ 6
Compare ହିତୋପଦେଶ 6:14-15ହିତୋପଦେଶ 6:14-15