Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 6

ହିତୋପଦେଶ 6:28-30

Help us?
Click on verse(s) to share them!
28ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ ?
29ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।

Read ହିତୋପଦେଶ 6ହିତୋପଦେଶ 6
Compare ହିତୋପଦେଶ 6:28-30ହିତୋପଦେଶ 6:28-30