Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 6

ହିତୋପଦେଶ 6:3-4

Help us?
Click on verse(s) to share them!
3ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।
4ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।

Read ହିତୋପଦେଶ 6ହିତୋପଦେଶ 6
Compare ହିତୋପଦେଶ 6:3-4ହିତୋପଦେଶ 6:3-4