Text copied!
Bibles in Odia

ହିତୋପଦେଶ 6:7-11 in Odia

Help us?

ହିତୋପଦେଶ 6:7-11 in ଓଡିଆ ବାଇବେଲ

7 ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8 ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9 ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ?
10 ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11 ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
ହିତୋପଦେଶ 6 in ଓଡିଆ ବାଇବେଲ