Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 7

ହିତୋପଦେଶ 7:19-21

Help us?
Click on verse(s) to share them!
19ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
20ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
21ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।

Read ହିତୋପଦେଶ 7ହିତୋପଦେଶ 7
Compare ହିତୋପଦେଶ 7:19-21ହିତୋପଦେଶ 7:19-21