Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 7

ହିତୋପଦେଶ 7:2-3

Help us?
Click on verse(s) to share them!
2ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
3ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।

Read ହିତୋପଦେଶ 7ହିତୋପଦେଶ 7
Compare ହିତୋପଦେଶ 7:2-3ହିତୋପଦେଶ 7:2-3