Text copied!
Bibles in Odia

ହିତୋପଦେଶ 7:23-27 in Odia

Help us?

ହିତୋପଦେଶ 7:23-27 in ଓଡିଆ ବାଇବେଲ

23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
24 ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ’ ମୁଖର ବାକ୍ୟରେ ମନୋନିବେଶ କର।
25 ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
26 ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର।
27 ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁୁର ଆଳୟକୁ ଯାଏ।
ହିତୋପଦେଶ 7 in ଓଡିଆ ବାଇବେଲ