Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 7

ହିତୋପଦେଶ 7:6-8

Help us?
Click on verse(s) to share them!
6ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ
8ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।

Read ହିତୋପଦେଶ 7ହିତୋପଦେଶ 7
Compare ହିତୋପଦେଶ 7:6-8ହିତୋପଦେଶ 7:6-8