Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 8

ହିତୋପଦେଶ 8:12-14

Help us?
Click on verse(s) to share them!
12ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
13ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।
14ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।

Read ହିତୋପଦେଶ 8ହିତୋପଦେଶ 8
Compare ହିତୋପଦେଶ 8:12-14ହିତୋପଦେଶ 8:12-14