Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 8

ହିତୋପଦେଶ 8:13-15

Help us?
Click on verse(s) to share them!
13ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।
14ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।
15ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।

Read ହିତୋପଦେଶ 8ହିତୋପଦେଶ 8
Compare ହିତୋପଦେଶ 8:13-15ହିତୋପଦେଶ 8:13-15