Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 8

ହିତୋପଦେଶ 8:19-21

Help us?
Click on verse(s) to share them!
19ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
20ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;

Read ହିତୋପଦେଶ 8ହିତୋପଦେଶ 8
Compare ହିତୋପଦେଶ 8:19-21ହିତୋପଦେଶ 8:19-21