Text copied!
Bibles in Odia

ହିତୋପଦେଶ 8:2-6 in Odia

Help us?

ହିତୋପଦେଶ 8:2-6 in ଓଡିଆ ବାଇବେଲ

2 ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
3 ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4 ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
5 ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
ହିତୋପଦେଶ 8 in ଓଡିଆ ବାଇବେଲ