Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 8

ହିତୋପଦେଶ 8:20-23

Help us?
Click on verse(s) to share them!
20ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
21ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
22ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।

Read ହିତୋପଦେଶ 8ହିତୋପଦେଶ 8
Compare ହିତୋପଦେଶ 8:20-23ହିତୋପଦେଶ 8:20-23