Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 8

ହିତୋପଦେଶ 8:22-26

Help us?
Click on verse(s) to share them!
22ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
25ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
26ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।

Read ହିତୋପଦେଶ 8ହିତୋପଦେଶ 8
Compare ହିତୋପଦେଶ 8:22-26ହିତୋପଦେଶ 8:22-26