Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 8

ହିତୋପଦେଶ 8:3-6

Help us?
Click on verse(s) to share them!
3ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
4ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
5ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
6ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।

Read ହିତୋପଦେଶ 8ହିତୋପଦେଶ 8
Compare ହିତୋପଦେଶ 8:3-6ହିତୋପଦେଶ 8:3-6